Fri. Apr 17th, 2026

ନ୍ୟୁଜ ଡେକ୍ସ: ଗୁରୁବାର ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତପ୍ରକାଶ ନଡ୍ଡା। ସଂଧ୍ୟା ୭ଟା ୫୫ରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ବିମାନବନ୍ଦରରୁ ସିଧା ପୁରୀ ଯାଇ ସେଠାରେ ରାତ୍ରୀ ଯାପନ କରିବେ।

୨୮ ତାରିଖ ପୂର୍ବାହ୍ଣ ୧୦ଟାରେ ପୁରୀରେ ହେବାକୁ ଥିବା ଜାତୀୟ ସ୍ୱାସ୍ଥ୍ୟ ସମ୍ମିଳନୀକୁ ଉଦ୍ଘାଟନ କରିବେ ।ଅପରାହ୍ଣ ୨ଟାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ । ପରେ ଭୁବନେଶ୍ୱର ଆସି ରାଜ୍ୟ ଅତିଥି ଭବନରେ ଅଢ଼େଇ ଘଣ୍ଟା ରହିବେ ।

ଅପରାହ୍ଣ ୨ଟାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ। ପରେ ଭୁବନେଶ୍ୱର ଆସି ରାଜ୍ୟ ଅତିଥି ଭବନରେ ଅଢ଼େଇ ଘଣ୍ଟା ରହିବେ। ସନ୍ଧ୍ୟାରେ ସେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।

Leave a Reply

Your email address will not be published. Required fields are marked *