ନ୍ୟୁଜ ଡେକ୍ସ: ରାଜ୍ୟରେ କମିବ ଶୀତ, ବଢିବ ରାତି ତାପମାତ୍ରା। ଆସନ୍ତା ଦୁଇ ଦିନରେ ରାତିରେ ପାରଦ ଆଉ ୨ରୁ ୩ ଡିଗ୍ରୀ ବଢ଼ିବ । ଏହାପରେ ପୁଣି ୩ ଡିଗ୍ରୀ ଖସିଯିବ । ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ଏଭଳି ପୂର୍ବାନୁମାନ କରିଛି। ସୋମବାର ୪ ସହରର ଦିନ ତାପମାତ୍ରା ୩୫ ଡିଗ୍ରୀ ଟପିଛି।
ଅଧିକାଂଶ ସ୍ଥାନରେ ରାତିବେଳା ପାରଦ ବି ଉପରମୁହାଁ ହେଉଛି । ପଶ୍ଚିମ ତଥା ଆଭ୍ୟନ୍ତରୀଣ ଓଡ଼ିଶାରେ ରାତି ତାପମାତ୍ରା କେତେକ ସ୍ଥାନରେ ୧୦ ଡିଗ୍ରୀ ତଳେ ରହିଛି। ଆସନ୍ତା ଦୁଇ ଦିନରେ ରାତିରେ ପାରଦ ଆଉ ୨ରୁ ୩ ଡିଗ୍ରୀ ବଢ଼ିବ। ଏହାପରେ ପୁଣି ୩ ଡିଗ୍ରୀ ଖସିଯିବ। ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ଏଭଳି ପୂର୍ବାନୁମାନସୋମବାର ୪ ସହରର ଦିନ ତାପମାତ୍ରା ୩୫ ଡିଗ୍ରୀ ଟପିଛି। ଅଧିକାଂଶ ସ୍ଥାନରେ ରାତିବେଳା ପାରଦ ବି ଉପରମୁହାଁ ହେଉଛି ।
ପାରାଦୀପରେ ୨୦.୪ ଓ ପୁରୀରେ ୨୨.୬ ଡିଗ୍ରୀ ସେଲସିୟସ୍ ରହିଥିଲା। ଝାରସୁଗୁଡ଼ାରେ ଦିନ ତାପମାତ୍ରା ୩୫.୬ ଡିଗ୍ରୀ ଥିଲା। ସୁନ୍ଦରଗଡ଼ରେ ୩୫.୪, ବଲାଙ୍ଗୀର ଓ ପାରଳାଖେମୁଣ୍ଡିରେ ୩୫.୨, ଅନୁଗୁଳରେ ୩୪.୭, ସୋନପୁରରେ ୩୪.୫, ହୀରାକୁଦରେ ୩୪.୧, ନୂଆପଡ଼ାରେ ୩୪, ଭଦ୍ରକ ଓ ଢେଙ୍କାନାଳରେ ୩୩.୮, ନବରଙ୍ଗପୁରରେ ୩୩.୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । କରିଛି।

