Thu. Oct 23rd, 2025

‘ ନ୍ୟୁଜ ଡେକ୍ସ : ଓଡ଼ିଶାରେ ବର୍ଜ୍ୟରୁ ପ୍ରସ୍ତୁତ ହେବ ସବୁଜ ଇନ୍ଧନ। ଏନେଇ ସୂଚନା ଦେଲେ ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର। ସେ କହିଛନ୍ତି ଯେ, ସରକାର ଜମି ଓ ବର୍ଜ୍ୟ ଯୋଗାଇବେ, କମ୍ପାନୀ ତାଙ୍କର ପ୍ଲାଣ୍ଟ ତିଆରି କରିବ।

ଟ୍ୱିନ୍‌ ସିଟିରେ ପ୍ରାଥମିକ ସ୍ତରରେ ପ୍ଲାଣ୍ଟ୍‌ ତିଆରି ହେବ । ପରେ ପରେ ମ୍ୟୁନିସିପାଲଟି କର୍ପୋରେସନରେ ଏହାକୁ କରାଯିବ ।

ଖୁବଶୀଘ୍ର ବିଭାଗୀୟ ବୈଠକ ବସିବ ଓ ତ୍ୱରିତ ଦିଗରେ କାର୍ଯ୍ୟ ଆଗକୁ ବଢିବ ବୋଲି ଆଜି କହିଛନ୍ତି କୃଷ୍ଣ ଚନ୍ଦ୍ର ମହାପାତ୍ର ।ଖୁବଶୀଘ୍ର ବିଭାଗୀୟ ବୈଠକ ବସିବ ଓ ତ୍ୱରିତ ଦିଗରେ କାର୍ଯ୍ୟ ଆଗକୁ ବଢିବ।

Leave a Reply

Your email address will not be published. Required fields are marked *