Wed. Oct 22nd, 2025

ନ୍ୟୁଜ ଡେକ୍ସ : ରାଜଧାନୀରୁ ୨୫ ଲକ୍ଷ ଟଙ୍କାର ଧଳାଜହର ଜବତ । ଭୁବନେଶ୍ବର ମୈତ୍ରୀବିହାର ଥାନା କବଜାରେ ଧଳା ଜହର ଗ୍ୟାଙ୍ଗ ।ପାଞ୍ଚ ଜଣ ବେପାରୀ ଗିରଫ ହୋଇଛନ୍ତି । ସେମାନଙ୍କ ନିକଟରୁ ୨୫୪ ଗ୍ରାମ ବ୍ରାଉନସୁଗାର ଜବତ ହେବା ସହ ତିନୋଟି ବାଇକ୍ ଜବତ ହୋଇଛି ।

ମୁଖ୍ୟ ଅଭିଯୁକ୍ତ ରାଜେନ୍ଦ୍ର ମହାପାତ୍ର ଏବଂ ଶିବାନନ୍ଦ ସହ ଗିରଫ ଅନ୍ୟ ୩ ଜଣ ହେଉଛନ୍ତି ସମ୍ପଦ କୁମାର ଦାସ, ମଲ୍ଲିକ ସଇଦ ଅଲ୍ଲୀ, ସଦାଶିବ ଜଗଦେବ । ପୋଲିସ ଅତର୍କିତ ଚଢ଼ଉ କରି ୨୫୪ ଗ୍ରାମ ବ୍ରାଉନସୁଗାର ଜବତ କରିଛି । ପୋଲିସ ଅତର୍କିତ ଚଢ଼ଉ କରି ୨୫୪ ଗ୍ରାମ ବ୍ରାଉନସୁଗାର ଜବତ କରିଛି । ମୁଖ୍ୟ ଅଭିଯୁକ୍ତ ରାଜେନ୍ଦ୍ର ମହାପାତ୍ର ଏବଂ ଶିବାନନ୍ଦ ସହ ଗିରଫ ସମ୍ପଦ କୁମାର ଦାସ, ମଲ୍ଲିକ ସଇଦ ଅଲ୍ଲୀ, ସଦାଶିବ ଜଗଦେବ ।

୫ ଅଭିଯୁକ୍ତଙ୍କ ଭିତରୁ ଜଣେ ହେଉଛି ରାଜେନ୍ଦ୍ର ମହାପାତ୍ର ,ତାଙ୍କର ନାଁରେ ୨ ଟି ମାମଲା ରହିଛି । ଶିବାନନ୍ଦ ନାଁରେ ମଧ୍ୟ ଜଟଣୀ ଥାନା ଅଧୀନରେ ରହିଛି ଅପରାଧିକ ମାମଲା ରୁଜୁ ହୋଇଛି ।ଖବରମୁତାବକ, ମୈତ୍ରୀବିହାର ସାଲିଆ ସାହି ନିକଟରେ ଧଳା ଜହର କାରବାର ପାଇଁ ଏମାନେ ଲୁଚି ଥିବାବେଳେ ପୋଲିସ ସେମାନଙ୍କୁ ମାଡ଼ି ବସିଥିଲା ।

Leave a Reply

Your email address will not be published. Required fields are marked *