Fri. Oct 24th, 2025

ନ୍ୟୁଜ ଡେକ୍ସ: ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ଆଜି ବି ରେଡ୍‌ । ଦ୍ବିତୀୟ ଦିନରେ ପ୍ରମିଳାଙ୍କ ଭାଇ କ୍ଷୀରୋଦ ମଲ୍ଲିକଙ୍କ ଘରେ ରେଡ୍‌ । ୨୩୧ କୋଟି ଠକେଇ ଅଭିଯୋଗରେ ଚାଲିଛି ଇଡିର ରେଡ୍‌ ।

ସମ୍ବଲପୁରର ଦାନିପାଲିରେ ରେଡ୍‌ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ବିଶ୍ବ ଏନ୍‌ଜିଓର ଫାଉଣ୍ଡର ହେଉଛନ୍ତି ପ୍ରମିଳା ମଲ୍ଲିକଙ୍କ ଭାଇ । ସୂଚନାନୁଯାୟୀ, ୨୩୧ କୋଟି ଟଙ୍କା ଠକେଇ ଅଭିଯୋଗରେ ସ୍ୱର୍ଗତଃ କ୍ଷୀରୋଦ ମଲ୍ଲିକଙ୍କ ଘରେ ଇଡ଼ି ରେଡ୍ କରୁଛି।

ଭାରତ ଇଣ୍ଟିଗ୍ରେଟେଡ୍ ସୋସିଆଲ ୱେଲଫେୟାର ଏଜେନ୍ସି ନାଁରେ ଏହି ଲୋନ୍ ନେଇଥିଲେ କ୍ଷୀରୋଦ। ଏକାଧିକ ରାଷ୍ଟ୍ରାୟତ ଓ ଘରୋଇ ବ୍ୟାଙ୍କରୁ ଲୋନ ନେଇଥିଲେ କ୍ଷୀରୋଦ । ଏହି ସବୁ ଟଙ୍କା ନିର୍ବାଚନରେ ଲଗାଇଥିବା ହୋଇଥିଲା ଅଭିଯୋଗ ।

Leave a Reply

Your email address will not be published. Required fields are marked *