ନ୍ୟୁଜ ଡେକ୍ସ: ଆସନ୍ତାକାଲି ଶ୍ରୀରାମ ନବମୀ । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଶ୍ରୀରାମ ଜନ୍ମ ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିର ପରମ୍ପରା ଅନୁସାରେ ସ୍ୱତନ୍ତ୍ର ଦେବବିଧି ପାଳନ ହେବ ।
ଏଥିପାଇଁ ମହାପ୍ରଭୁଙ୍କ ଦର୍ଶନ ପ୍ରାୟ ୫ ଘଣ୍ଟା ବନ୍ଦ ରହିବ । ମଧ୍ୟାହ୍ନ ଧୂପ ପରେ ଶ୍ରୀରାମଜନ୍ମ ନୀତି ଅନୁଷ୍ଠିତ ହେବ । ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ । ମଧ୍ୟାହ୍ନ ଧୂପ ପରେ ଶ୍ରୀରାମ ଜନ୍ମ ନୀତି ଅନୁଷ୍ଠିତ ହେବ।
ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ଭକ୍ତମାନେ ଶ୍ରୀଜଗନ୍ନାଥଙ୍କ ଦର୍ଶନରୁ ବଞ୍ଚିତ ହେବେ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
