Thu. Oct 23rd, 2025

ନ୍ୟୁଜ ଡେକ୍ସ: ଏପ୍ରିଲ ୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଭୁବନେଶ୍ବର ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଅଭିଯୋଗ ଶୁଣାଣି ବନ୍ଦ ରହିବ।

ପରବର୍ତ୍ତୀ ସମୟରେ ଅଭିଯୋଗ ଶୁଣାଣିର ତାରିଖ ଜଣାଇ ଦିଆଯିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ।

ଏ ସଂପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *