Thu. Oct 23rd, 2025

ନ୍ୟୁଜ ଡେକ୍ସ: ଗ୍ରାମ୍ୟ ଉନ୍ନୟମ ବିଭାଗର ମୁଖ୍ୟଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ । ଭୁବନେଶ୍ୱର ଆର୍ଡି ବିଭାଗର ମୁଖ୍ୟଯନ୍ତ୍ରୀ ବୈକୁଣ୍ଠ ନାଥ ଷଡଙ୍ଗୀଙ୍କ ଘରେ ଭିଜିଲାନ୍ସ ଚଢାଉ ।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ କରାଯାଉଛି । ଅନୁଗୁଳରେ ଏକକାଳୀନ ୪ଟି ସ୍ଥାନରେ ଚାଲିଛି ରେଡ୍। ଅନୁଗୁଳ ବାସଭବନ ସମେତ କଟକ ଓ ଢେଙ୍କାନାଳରେ ମଧ୍ୟ ଚଢ଼ାଉ ଜାରି ରହିଛି ।

ଅନୁଗୁଳର ଏକକାଳୀନ ୪ଟି ସ୍ଥାନରେ ଚାଲିଛି ରେଡ୍।ଅନୁଗୋଳ ଜିଲ୍ଲାର କରଡ଼ାଗାଡ଼ିଆ, ଲକେଇପସି, ମତିଆସାହି ଏବଂ ଶିକ୍ଷକପଡ଼ାରେ ଚଢ଼ଉ ଜାରି ରହିଛି।

Leave a Reply

Your email address will not be published. Required fields are marked *