Mon. Jun 15th, 2026

ନ୍ୟୁଜ ଡେକ୍ସ : ଭୁବନେଶ୍ୱର:IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ଛୋଟ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଅମୃତ କୁଲାଙ୍ଗେଙ୍କୁ ପ୍ରାଣୀ ସମ୍ପଦ ବିଭାଗର ନିର୍ଦ୍ଦେଶକ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର।

ସେହିଭଳି ଆଇଏଏସ ଅଞ୍ଜନା ପଣ୍ଡାଙ୍କୁ ଆୟୁଷ ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି ।ପ୍ରେମଜିତ ନାୟକଙ୍କୁ ଅନୁସୂଚିତ ଜାତି-ଜନଜାତି ବିକାଶ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି । ଅଞ୍ଜନା ପଣ୍ଡା ଆୟୂଷର ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି ।

ପି. ଅନ୍ୱେଷା ରେଡ୍ଡୀଙ୍କୁ IGR କଟକର ଅତିରିକ୍ତ ଦାୟିତ୍ୱ ମିଳିଛି। ଏହି ଆଇଏଏସ ସ୍ତରରେ ଅଦଳବଦଳ ରାଜ୍ୟର ପ୍ରଶାସନିକ ବ୍ୟବସ୍ଥାକୁ ଅଧିକ ଦକ୍ଷ ଓ ପ୍ରଭାବଶାଳୀ କରିବା ଲକ୍ଷ୍ୟରେ କରାଯାଇଛି।

Leave a Reply

Your email address will not be published. Required fields are marked *