Fri. Feb 27th, 2026

Category: STATE

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା, ଏପ୍ରିଲ୍‌ ୨୪ରେ ମିଳିବ ସୁଭଦ୍ରା ଟଙ୍କା

ନ୍ୟୁଜ ଡେକ୍ସ: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା । ଏପ୍ରିଲ୍ ୨୪ରେ ମିଳିବ ସୁଭଦ୍ରା ହିତାଧିକାରୀଙ୍କ ଟଙ୍କା । ପଞ୍ଚାୟତିରାଜ ଦିବସ ଅବସରରେ ପୁରୀ ଠାରେ…

ରାଜ୍ୟରେ କାଳବୈଶାଖୀ ପ୍ରଭାବ, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ନ୍ୟୁଜ ଡେକ୍ସ: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ। ଆଜି ୧୫ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି। ବାଲେଶ୍ୱର, ମୟୂରଭଞ୍ଜରେ କୁଆପଥର ବର୍ଷା ସମ୍ଭାବନା।…

OSSF କର୍ମଚାରୀଙ୍କ ପାଇଁ ସର୍ବନିମ୍ନ ପାରିଶ୍ରମିକ ବୃଦ୍ଧି କଲେ ରାଜ୍ୟ ସରକାର

ନ୍ୟୁଜ ଡେକ୍ସ: ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସ୍ କର୍ମଚାରୀଙ୍କ ପାଇଁ ଖୁସି ଖବର। ସର୍ବନିମ୍ନ ପାରିଶ୍ରମିକ ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମାସିକ…

ଭୁବନେଶ୍ୱରରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ

ନ୍ୟୁଜ ଡେକ୍ସ: ଓଡ଼ିଶାରେ ପହଞ୍ଚିଲେ କେନ୍ଦ୍ର ପରିବହନ ଓ ରାଜମାର୍ଗ ମନ୍ତ୍ରୀ ନୀତିନ ଗଡ଼କରୀ। ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ କରାଗଲା ଭବ୍ୟ ସ୍ବାଗତ।…

ସୁଦୃଢ଼ ହେବ ରାଜ୍ୟ ଟ୍ରାଫିକ୍ ଓ ସଡକ ସୁରକ୍ଷା ଶାଖା

ନ୍ୟୁଜ ଡେକ୍ସ: ରାଜ୍ୟରେ ଟ୍ରାଫିକ୍ ଏବଂ ସଡ଼କ ସୁରକ୍ଷା ବ୍ୟବସ୍ଥାକୁ ଶୃଙ୍ଖଳିତ ଓ ସୃଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଟ୍ରାଫିକ୍ ଶାଖାରେ…