Sun. Feb 22nd, 2026

Category: STATE

ପାରାଦୀପ ବନ୍ଦରରେ ଅଘଟଣ, ଜାହାଜ ଉପରେ ଭାଙ୍ଗି ପଡ଼ିଲା କ୍ରେନ୍

ନ୍ୟୁଜ ଡେକ୍ସ: ପାରାଦୀପ ବନ୍ଦର MPB ବର୍ଥରେ ଅଘଟଣ ଘଟିଛି। କ୍ରେନରୁ ଭାଙ୍ଗି ଜାହାଜ ଉପରେ ଖସି ପଡ଼ିଛି ଓଜନିଆ ବୁମ୍ ଗ୍ରାଫ୍। ଏଥିରେ କ୍ରେନ ଅପରେଟର…

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନା

ନ୍ୟୁଜ ଡେକ୍ସ: ‘ସୁଭଦ୍ରା ଯୋଜନା’ର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ଆସନ୍ତାକାଲି ଅର୍ଥାତ ଅକ୍ଟୋବର ୯ରେ ହିତାଧିକାରୀଙ୍କ ଆକାଉଣ୍ଟରେ ପହଞ୍ଚିବ। ଦଶହରା ପୂର୍ବରୁ ମହିଳାଙ୍କୁ ଏହି ଟଙ୍କା ମିଳିବାକୁ…

ଅନୁଷ୍ଠିତ ହେବ ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ

ନ୍ୟୁଜ ଡେକ୍ସ: ଆଜି ଅନୁଷ୍ଠିତ ହେବ ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ। ଆଜି ସନ୍ଧ୍ୟା ୫ ଟା ୩୦ରେ ଶ୍ରୀମନ୍ଦିର ସଦର କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ…

ଦୁର୍ଗାପୂଜା ପାଇଁ ଟୁଇନ ସିଟିରେ ରହିବ ଟ୍ରାଫିକ କଟକଣା

ନ୍ୟୁଜ ଡେକ୍ସ: ଦୁର୍ଗାପୂଜା ପାଇଁ ଟୁଇନ ସିଟିରେ ରହିବ ଟ୍ରାଫିକ କଟକଣା। ଆସନ୍ତା ୯ ତାରିଖରୁ ୧୩ ତାରିଖ ଯାଏଁ କଟକ ଏବଂ ଭୁବନେଶ୍ବରରେ ଟ୍ରାଫିକ କଟକଣା…

ଭିଜିଲାନ୍ସ ଜାଲରେ ପାନୀୟ ଜଳ ବିଭାଗର ପ୍ରାଇଭେଟ ସେକ୍ରେଟାରୀ

ନ୍ୟୁଜ ଡେକ୍ସ: ଭିଜିଲାନ୍ସ ଜାଲରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରାଇଭେଟ ସେକ୍ରେଟାରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପଞ୍ଚାୟତିରାଜ ଓ ପାନୀୟ ଜଳ…

ଆଗାମୀ ୩ ଘଣ୍ଟା ମଧ୍ୟରେ ବିଜୁଳି, ଘଡ଼ଘଡି ସହ ପ୍ରବଳରୁ ଅତିପ୍ରବଳ ବର୍ଷା

ନ୍ୟୁଜ ଡେକ୍ସ: ଆଗାମୀ ୩ ଘଣ୍ଟା ବିଜୁଳି, ଘଡ଼ଘଡି ସହ ପ୍ରବଳ ବର୍ଷା ନେଇ ସତର୍କ କରାଇଲା ପାଣିପାଗ ବିଭାଗ। ଏନେଇ ୭ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି…

ସୁଭଦ୍ରା ଯୋଜନାରେ ପରୀକ୍ଷାମୂଳକ ଭାବେ ଆଜି ଖାତାକୁ ଯିବ ୧ ଟଙ୍କା

ନ୍ୟୁଜ ଡେକ୍ସ: ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆଜି ଯିବ ୧ଟଙ୍କା। ପରୀକ୍ଷାମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ଟଙ୍କା ଲେଖାଏଁ ପଠାଯିବ।ଯେଉଁମାନେ ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’…

ମାଓ ମୁକାବିଲା ନେଇ ଦିଲ୍ଲୀରେ ବୈଠକ

ନ୍ୟୁଜ ଡେକ୍ସ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠାରୁ ତିନିଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଆସନ୍ତାକାଲି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା…

୧୪ ଜିଲ୍ଲାରେ ଘରୋଇ ବସ୍ ବନ୍ଦ ଡାକରା: ଆଜି ସଂଧ୍ୟା ୬ଟାରୁ ୮ ତାରିଖ ସଂଧ୍ୟା ୬ଟା ଯାଏଁ

ନ୍ୟୁଜ ଡେକ୍ସ: ଆଜିଠୁ ରାଜ୍ୟର ଦକ୍ଷିଣାଞ୍ଚଳ ଏବଂ ପଶ୍ଚିମାଞ୍ଚଳରେ ପ୍ରଭାବିତ ହୋଇପାରେ ଗମନାଗମନ ବ୍ୟବସ୍ଥା। ଆଜିଠୁ ୧୪ ଜିଲ୍ଲାରେ ୨୪ ଘଣ୍ଟିଆ ବସ୍ ସେବା ବନ୍ଦ ରଖିବାକୁ…