ପୂର୍ବ ଶତ୍ରୁତାକୁ ନେଇ ଫୁଟିଲା ଗୁଳି, ଯୁବକ ଆହତ
ନ୍ୟୁଜ ଡେକ୍ସ: ରାଜଧାନୀରେ ଫୁଟିଲା ଗୁଳି। ବିଳମ୍ବିତ ରାତିରେ ବାଲିପାଟଣା ଅଞ୍ଚଳରେ ଗୁଳିକାଣ୍ଡ । ଦୁଇ ଜଣ ଯୁବକ ଗୋଟିଏ ବାଇକ୍ରେ ଆସି ଗୁଳିମାଡ଼ କରିଛନ୍ତି। ଏଥିରେ…
ଆସନ୍ତା ୨୪ ଯାଏ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା
ନ୍ୟୁଜ ଡେକ୍ସ:ଆସନ୍ତା ୨୪ ତାରିଖ ଯାଏ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା ଅଛି । ମାଲକାନଗରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାର କିଛି…
ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସର ହେବ ଆଉ ଏକ ବାଟାଲିଅନ
ନ୍ୟୁଜ ଡେକ୍ସ: ରାଜ୍ୟରେ ଓଡ଼ିଶା ଇଣ୍ଡଷ୍ଟିଆଲ ସିକ୍ୟୁରିଟି ଫୋର୍ସର ଆଉ ଏକ ବାଟାଲିଅନ ହେବ। ଏ ସଂପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କର ବର୍ତ୍ତମାନ ମଞ୍ଜୁରୀ…
ଆହୁରି ୫ ଦିନ ବର୍ଷିବ, ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ଆଲର୍ଟ
ନ୍ୟୁଜ ଡେକ୍ସ: ରାଜ୍ୟରେ ଏବେ ଜାରି ରହିଛି କାଳବୈଶାଖୀ ପ୍ରଭାବ। ୨୦ ତାରିଖରୁ ବର୍ଷା କମିବା ସହ ଖରାର ପ୍ରକୋପ ବଢିବା ନେଇ ଅନୁମାନ କରାଯାଉଥିଲା। ହେଲେ…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ
ନ୍ୟୁଜ ଡେକ୍ସ: ଲୋକସେବା ଭବନ ଠାରେ ଶନିବାର ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି…
ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର
ନ୍ୟୁଜ ଡେକ୍ସ: ଲାଞ୍ଚ ନେଇ ଧରାପଡିଲେ ଅତିରିକ୍ତ ତହସିଲଦାର । ସମ୍ବଲପୁର ମାନେଶ୍ବର ତହସିଲଦାର ଭୁବନାନନ୍ଦ ସାହୁ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଜମିର କିସମ ପରିବର୍ତ୍ତନ…
ଜେଇଇ ମେନ୍ ରେଜଲ୍ଟ ପ୍ରକାଶ, ଏନଟିଏ ୱେବସାଇଟ୍ରେ ପରୀକ୍ଷା ଫଳ ଉପଲବ୍ଧ
ନ୍ୟୁଜ ଡେକ୍ସ: ପ୍ରକାଶ ପାଇଛି ନେସନାଲ ଟେଷ୍ଟିଂ ଏଜେନ୍ସି(ଏନଟିଏ) ଜେଇଇ ମେନ ସେସନ-୨ ରେଜଲ୍ଟ ଘୋଷଣା । ପରୀକ୍ଷାର୍ଥୀ ସେମାନଙ୍କ ପରୀକ୍ଷା ଫଳ ବର୍ତ୍ତମାନ ସିଧାସଳଖ ଏନଟିଏର…
୧୫ ବର୍ଷର ଗର୍ଭବତୀ ଝିଅକୁ ପୋଡ଼ି ମାରିଦେଇଥିଲେ ବାପା-ମା’
ନ୍ୟୁଜ ଡେକ୍ସ: ବାପା-ମା’ଙ୍କୁ ଆଜୀବନ କାରାଦଣ୍ଡ । କାରାଦଣ୍ଡାଦେଶ ଶୁଣାଇଲେ ଯାଜପୁର ଆଡହକ ଫାଷ୍ଟଟ୍ରାକ୍ କୋର୍ଟ । ନାବାଳିକା ଗର୍ଭବତୀ ଝିଅକୁ ନିଜ ବାପା-ମା’ ପୋଡ଼ି ମାରିଦେଇଥିଲେ…
ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଦେହାନ୍ତ
ନ୍ୟୁଜ ଡେକ୍ସ: ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ପରଲୋକ ଘଟିଛି । ଶନିବାର ଭୋରରୁ ତାଙ୍କ ପରଲୋକ ଘଟିଛି । କିଛି ଦିନ ଧରି ସେ ଅସୁସ୍ଥ…
ନବମ ଥର ପାଇଁ ବିଜେଡି ସଭାପତି ହେଲେ ନବୀନ ପଟ୍ଟନାୟକ
ନ୍ୟୁଜ ଡେକ୍ସ: ନବମ ଥର ପାଇଁ ନବୀନ ମୁଖିଆ । ନବୀନ ପଟ୍ଟନାୟକ ନବମ ଥର ପାଇଁ ବିଜୁ ଜନତା ଦଳର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି…
